2 Chronicles 19:2 — Compare Translations
5 translations compared side by side
Odia - 1840
"ଦ୍ରଷ୍ଟା ଯହେୂ ଯିହାଶାଫେଟ୍ଙ୍କୁ ଭଟେିବାକୁ ଗଲେ। ଯହେୂଙ୍କର ପିତାଙ୍କର ନାମ ହନାନି ଥିଲା। ଯହେୂ ରାଜା ଯିହାଶାଫେଟ୍କୁ କହିଲେ, ତୁମ୍ଭେ କାହିଁକି ଦୁଷ୍ଟ ଲୋକମାନଙ୍କୁ ସାହାୟ୍ଯ କଲ? ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ଘୃଣା କରନ୍ତି, ତୁମ୍ଭେ କାହିଁକି ସହେି ଲୋକମାନଙ୍କୁ ପ୍ ରମେ କଲ? ସେଥିନିମନ୍ତେ ସଦାପ୍ରଭୁ ତୁମ୍ଭ ଉପରେ କୋର୍ଧ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, ଦୁଷ୍ଟ-ମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ରଷ୍ଟା ଯେହୂ ଯିହୋଶାଫଟଙ୍କୁ ଭେଟିବାକୁ ଗଲେ। ଯେହୂଙ୍କର ପିତାଙ୍କର ନାମ ହନାନି ଥିଲା। ଯେହୂ ରାଜା ଯିହୋଶାଫଟଙ୍କୁ କହିଲେ, “ତୁମ୍ଭେ କାହିଁକି ଦୁଷ୍ଟ ଲୋକମାନଙ୍କୁ ସାହାଯ୍ୟ କଲ? ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ଘୃଣା କରନ୍ତି, ତୁମ୍ଭେ କାହିଁକି ସେହି ଲୋକମାନଙ୍କୁ ପ୍ରେମ କଲ? ସେଥିନିମନ୍ତେ ସଦାପ୍ରଭୁ ତୁମ୍ଭ ଉପରେ କ୍ରୋଧ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)