2 Chronicles 19:3 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଜୀବନ ରେ କେତକେ ଉତ୍ତମ ବିଷଯ କରିଅଛ। ତୁମ୍ଭେ ଏହି ଦେଶରୁ ଆଶରୋ ସ୍ତମ୍ଭଗୁଡ଼ିକୁ ଧ୍ବଂସ କରି ଦଇେଅଛ ଓ ତୁମ୍ଭେ ପରମେଶ୍ବରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତର ରେ ସିଦ୍ଧାନ୍ତ ନଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଜୀବନରେ କେତେକ ଉତ୍ତମ ବିଷୟ କରିଅଛ। ତୁମ୍ଭେ ଏହି ଦେଶରୁ ଆଶେରା ସ୍ତମ୍ଭଗୁଡ଼ିକୁ ଧ୍ୱଂସ କରି ଦେଇଅଛ ଓ ତୁମ୍ଭେ ପରମେଶ୍ୱରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତରରେ ସିଦ୍ଧାନ୍ତ ନେଇଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।”