2 Chronicles 19:4 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ୟିରୁଶାଲମ ରେ ବାସ କରୁଥିଲେ। ସେ ବେର୍ଶବୋର ଲୋକମାନଙ୍କ ମଧ୍ଯରୁ ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶକୁ ବାହାରି ଗଲେ। ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ସହେି ଲୋକମାନଙ୍କୁ ଯିହାଶାଫେଟ୍ ପୁଣି ଫରୋଇ ଆଣିଲେ, ୟିଏ କି ସମାନଙ୍କେର ପୂର୍ବପୁରୁଷଗଣଙ୍କର ଅନୁସରଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ଵରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ବିଗ୍ଭରାକର୍ତ୍ତାମାନଙ୍କର ମନୋନୟନ କରନ୍ତି ଯିହୋଶାଫଟ୍ ଯିରୁଶାଲମରେ ବାସ କରୁଥିଲେ। ସେ ବେର୍ଶେବାର ଲୋକମାନଙ୍କ ମଧ୍ୟରୁ ଇଫ୍ରୟିମ୍ର ପାର୍ବତ୍ୟମୟ ଦେଶକୁ ବାହାରି ଗଲେ। ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ସେହି ଲୋକମାନଙ୍କୁ ଯିହୋଶାଫଟ୍ ପୁଣି ଫେରାଇ ଆଣିଲେ, ଯିଏ କି ସେମାନଙ୍କର ପୂର୍ବପୁରୁଷଗଣଙ୍କର ଅନୁସରଣ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।