2 Chronicles 19:5 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ ଯିହୁଦାର ସମସ୍ତ ନଗର ରେ ବିଚାରକର୍ତ୍ତାମାନଙ୍କୁ ନିୟୁକ୍ତ କଲେ। ଯିହୁଦାର ପ୍ରତିଟି ସୁଦୃଢ଼ ଦୁର୍ଗ ରେ ରହିବା ନିମନ୍ତେ ସେ ବିଚାରକର୍ତ୍ତାମାନଙ୍କୁ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଯିହୁଦାର ସମସ୍ତ ନଗରରେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। ଯିହୁଦାର ପ୍ରତିଟି ସୁଦୃଢ଼ ଦୁର୍ଗରେ ରହିବା ନିମନ୍ତେ ସେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗର ସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।