2 Chronicles 19:6 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ ଏହି ବିଚାରକର୍ତ୍ତାମାନଙ୍କୁ କହିଲେ, ତୁମ୍ଭମାନେେ ଯାହା କହୁଅଛ, ସେ ବିଷଯ ରେ ବିଶଷେ ସାବଧାନ ହୁଅ, କାରଣ ଲୋକମାନେ ବିଚାର କଲା ପରି ତୁମ୍ଭମାନେେ ନିଶ୍ଚିତ ସପରେି ବିଚାର କରିବ ନାହିଁ, କିନ୍ତୁ ସଦାପ୍ରଭୁଙ୍କ ପରି କରିବ। ଯେତବେେଳେ ତୁମ୍ଭମାନେେ ଗୋଟିଏ ନିଷ୍ପତ୍ତି ନବେ, ସେତବେେଳେ ସଦାପ୍ରଭୁ ତୁମ୍ଭ ସହିତ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଏହି ବିଗ୍ଭରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କହୁଅଛ, ସେ ବିଷୟରେ ବିଶେଷ ସାବଧାନ ହୁଅ, କାରଣ ଲୋକମାନେ ବିଗ୍ଭର କଲା ପରି ତୁମ୍ଭେମାନେ ନିଶ୍ଚିତ ସେପରି ବିଗ୍ଭର କରିବ ନାହିଁ, କିନ୍ତୁ ସଦାପ୍ରଭୁଙ୍କ ପରି କରିବ। ଯେତେବେଳେ ତୁମ୍ଭେମାନେ ଗୋଟିଏ ନିଷ୍ପତ୍ତି ନେବ, ସେତେବେଳେ ସଦାପ୍ରଭୁ ତୁମ୍ଭ ସହିତ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।