2 Chronicles 19:7 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନେେ ପ୍ରେତ୍ୟକକ ସଦାପ୍ରଭୁଙ୍କୁ ନିତାନ୍ତ ଭୟ କରିବ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ନ୍ଯାଯବାନ ଅଟନ୍ତି, ତେଣୁ ତୁମ୍ଭମାନେେ ଯାହା କର, ସେ ବିଷଯ ରେ ବିଶଷେ ସାବଧାନ ହୁଅ। ସଦାପ୍ରଭୁ କୌଣସି ମନୁଷ୍ଯକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଗୁରୁତ୍ବ ଦିଅନ୍ତି ନାହିଁ। ଆଉ, ସେ ତାଙ୍କର ନିଷ୍ପତ୍ତି ବଦଳାଇବାକୁ ଲାଞ୍ଚ ନିଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେମାନେ ପ୍ରତ୍ୟେକ ସଦାପ୍ରଭୁଙ୍କୁ ନିତାନ୍ତ ଭୟ କରିବ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ନ୍ୟାୟବାନ ଅଟନ୍ତି, ତେଣୁ ତୁମ୍ଭେମାନେ ଯାହା କର, ସେ ବିଷୟରେ ବିଶେଷ ସାବଧାନ ହୁଅ। ସଦାପ୍ରଭୁ କୌଣସି ମନୁଷ୍ୟକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଗୁରୁତ୍ୱ ଦିଅନ୍ତି ନାହିଁ। ଆଉ, ସେ ତାଙ୍କର ନିଷ୍ପତ୍ତି ବଦଳାଇବାକୁ ଲାଞ୍ଚ ନିଅନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”