2 Chronicles 19:8 — Compare Translations

5 translations compared side by side

Odia - 1840
"ୟିରୁଶାଲମ ରେ ୟିହୋଶାଫଟ୍ କେତକେ ଲବେୀୟ, ଯାଜକ ଓ ଇଶ୍ରାୟେଲୀୟ ବଂଶର ନେତାମାନଙ୍କୁ ବିଚାରକର୍ତ୍ତା ରୂପେ ମନୋନୀତ କଲେ। ୟିରୁଶାଲମର ଲୋକମାନଙ୍କର ସମସ୍ଯା ସମାଧାନ କରିବା ନିମନ୍ତେ ଏହି ଲୋକମାନଙ୍କୁ ସଦାପ୍ରଭୁଙ୍କ ନିଯମ ବ୍ଯବହାର କରିବାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ । ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଯିହୋଶାଫଟ୍ କେତେକ ଲେବୀୟ, ଯାଜକ ଓ ଇସ୍ରାଏଲୀୟ ବଂଶର ନେତାମାନଙ୍କୁ ବିଗ୍ଭରକର୍ତ୍ତା ରୂପେ ମନୋନୀତ କଲେ। ଯିରୁଶାଲମର ଲୋକମାନଙ୍କର ସମସ୍ୟା ସମାଧାନ କରିବା ନିମନ୍ତେ ଏହି ଲୋକମାନଙ୍କୁ ସଦାପ୍ରଭୁଙ୍କ ନିୟମ ବ୍ୟବହାର କରିବାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯିହୋଶାଫଟ୍‍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯିହୋଶାଫଟ୍‍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।