2 Chronicles 19:9 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ ସମାନଙ୍କେୁ କେତକେ ଆଦେଶ ଦେଲେ। ଯିହାଶାଫେଟ୍ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ଅନ୍ତଃକରଣ ସହିତ ବିଶ୍ବସ୍ତ ଭାବରେ ସବୋ କରିବ, ତୁମ୍ଭମାନେେ ସଦାପ୍ରଭୁଙ୍କୁ ଭୟ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ଵସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ସେମାନଙ୍କୁ କେତେକ ଆଦେଶ ଦେଲେ। ଯିହୋଶାଫଟ୍ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ସମସ୍ତ ଅନ୍ତଃକରଣ ସହିତ ବିଶ୍ୱସ୍ତ ଭାବରେ ସେବା କରିବ, ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।