2 Chronicles 2:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ନାମକୁ ସମ୍ମାନିତ କରିବା ନିମନ୍ତେ ଶଲୋମନ ଏକ ମନ୍ଦିର ନିର୍ମାଣ କରିବାକୁ ଯୋଜନା କଲେ। ଆହୁରି ମଧ୍ଯ ନିଜ ନିମନ୍ତେ ଏକ ରାଜକୀଯ ଗୃହ ନିର୍ମାଣ କରିବାକୁ ଶଲୋମନ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ଓ ପ୍ରାସାଦ ନିର୍ମାଣ ନିମନ୍ତେ ଶଲୋମନଙ୍କ ଯୋଜନା ସଦାପ୍ରଭୁଙ୍କ ନାମକୁ ସମ୍ମାନିତ କରିବା ନିମନ୍ତେ ଶଲୋମନ ଏକ ମନ୍ଦିର ନିର୍ମାଣ କରିବାକୁ ଯୋଜନା କଲେ। ଆହୁରି ମଧ୍ୟ ନିଜ ନିମନ୍ତେ ଏକ ରାଜକୀୟ ଗୃହ ନିର୍ମାଣ କରିବାକୁ ଶଲୋମନ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।