2 Chronicles 2:10 — Compare Translations

5 translations compared side by side

Odia - 1840
"କାଠଗଣ୍ଡି ନିମନ୍ତେ ଗଛ କାଟିବା ପାଇଁ ମୁଁ ଏହିଭଳି ଭାବରେ ତୁମ୍ଭ ଦାସମାନଙ୍କୁ ମୂଲ୍ଯ ଦଇପୋ ରେ। ମୁଁ ସମାନଙ୍କେ ଖାଦ୍ୟ ନିମନ୍ତେ 20,000 ମହଣ ଗହମ, ଓ 20,000 ମହଣ ଦ୍ରାକ୍ଷାରସ ଏବଂ ତୈଳ 20,000 ମହଣ ପ୍ରଦାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳି-ମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
କାଠଗଣ୍ଡି ନିମନ୍ତେ ଗଛ କାଟିବା ପାଇଁ ମୁଁ ଏହିଭଳି ଭାବରେ ତୁମ୍ଭ ଦାସମାନଙ୍କୁ ମୂଲ୍ୟ ଦେଇପାରେ। ମୁଁ ସେମାନଙ୍କ ଖାଦ୍ୟ ନିମନ୍ତେ 20,000 ମହଣ ଗହମ, ଓ 20,000 ମହଣ ଦ୍ରାକ୍ଷାରସ ଏବଂ ତୈଳ 20,000 ମହଣ ପ୍ରଦାନ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”