2 Chronicles 2:11 — Compare Translations

5 translations compared side by side

Odia - 1840
"ତା'ପରେ ସୋରର ରାଜା ହୂରମ, ଶଲୋମନ ନିକଟକୁ ଏକ ଲିଖିତ ବାର୍ତ୍ତା ପଠାଇଲେ। ସହେି ବାର୍ତ୍ତା ଥିଲା: ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଭଲ ପାଆନ୍ତି। ସେଥିପାଇଁ ସେ ତୁମ୍ଭକୁ ରାଜା ରୂପେ ମନୋନୀତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସୋରର ରାଜା ହୂରମ୍, ଶଲୋମନ ନିକଟକୁ ଏକ ଲିଖିତ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତା ଥିଲା: “ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଭଲ ପାଆନ୍ତି। ସେଥିପାଇଁ ସେ ତୁମ୍ଭକୁ ରାଜା ରୂପେ ମନୋନୀତ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, “ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି।