2 Chronicles 2:13 — Compare Translations
5 translations compared side by side
Odia - 1840
"ମୁଁ ମାରେବାପାଙ୍କ କାରିଗରମାନଙ୍କ ମଧ୍ଯରୁ ଜଣଙ୍କୁ ତୁମ୍ଭ ନିକଟକୁ ପଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମୁଁ ମୋʼ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ବାପାଙ୍କ କାରିଗରମାନଙ୍କ ମଧ୍ୟରୁ ଜଣକୁ ତୁମ୍ଭ ନିକଟକୁ ପଠାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ମୁଁ ମୋʼ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି,
Odia IRV 2017 (ଓଡିଆ ବାଇବେଲ)
ଏବେ ମୁଁ ମୋ’ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି,