2 Chronicles 2:15 — Compare Translations

5 translations compared side by side

Odia - 1840
"ମହାଶୟ, ବର୍ତ୍ତମାନ ଆମକୁ ଗହମ, ବାର୍ଲି ତୈଳ ଓ ଦ୍ରାକ୍ଷାରସ ଦିଅନ୍ତୁ, ଯାହା ଆପଣ ଦବୋକୁ ପ୍ରତିଜ୍ଞା କଲେ। ଏହି ଦ୍ରବ୍ଯସବୁ ମାରେ ଦାସମାନଙ୍କୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
“ମହାଶୟ, ବର୍ତ୍ତମାନ ଆମକୁ ଗହମ, ବାର୍ଲି, ତୈଳ ଓ ଦ୍ରାକ୍ଷାରସ ଦିଅନ୍ତୁ, ଯାହା ଆପଣ ଦେବାକୁ ପ୍ରତିଜ୍ଞା କଲେ। ଏହି ଦ୍ରବ୍ୟସବୁ ମୋର ଦାସମାନଙ୍କୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୋ’ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;