2 Chronicles 2:16 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ଲିବାନୋନ୍ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଚାହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦଇେ କାଠଭଳୋ ରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା'ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ୟିରୁଶାଲମକୁ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନ୍ରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ରପଥରେ ଯାଫୋରେ ଆପଣଙ୍କ ନିକଟରେ ପହୁଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଲିବାନୋ‌ନ୍‌ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଗ୍ଭହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦେଇ କାଠ ଭେଳାରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା’ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ଯିରୁଶାଲମକୁ ନେଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ।