2 Chronicles 2:17 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ଦେଶ ରେ ରହୁଥିବା ପ୍ରେତ୍ୟକକ ବିଦେଶୀଙ୍କୁ ଶଲୋମନ ଗଣତି କଲେ। ଶଲୋମନଙ୍କର ପିତା ଦାଉଦ ଗଣନା କଲାପରେ ଏହା କରାୟାଇଥିଲା। ସମାନେେ ଦେଶ ରେ 1,53,600 ବିଦେଶୀଙ୍କୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଦେଶରେ ରହୁଥିବା ପ୍ରତ୍ୟେକ ବିଦେଶୀଙ୍କୁ ଶଲୋମନ ଗଣତି କଲେ। ଶଲୋମନଙ୍କର ପିତା ଦାଉଦ ଗଣନା କଲାପରେ ଏହା କରାଯାଇଥିଲା। ସେମାନେ ଦେଶରେ 153,600 ବିଦେଶୀଙ୍କୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।