2 Chronicles 2:18 — Compare Translations
5 translations compared side by side
Odia - 1840
"ଶଲୋମନ 70,000 ବିଦେଶୀଙ୍କୁ ଜିନିଷ ବୋହିବା ନିମନ୍ତେ ବାଛିଲେ। ଶଲୋମନ 80,000 ବିଦେଶୀଙ୍କୁ ପର୍ବତରୁ ପଥର କାଟିବା ନିମନ୍ତେ ବାଛିଲେ। ଆଉ ଶଲୋମନ 3,600 ବିଦେଶୀ ଲୋକଙ୍କୁ କାର୍ୟ୍ଯ କରାଇବା ନିମନ୍ତେ ପର୍ୟ୍ଯବେକ୍ଷକ ରୂପେ ବାଛିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ 70,000 ବିଦେଶୀଙ୍କୁ ଜିନିଷ ବୋହିବା ନିମନ୍ତେ ବାଛିଲେ। ଶଲୋମନ 80,000 ବିଦେଶୀଙ୍କୁ ପର୍ବତରୁ ପଥର କାଟିବା ନିମନ୍ତେ ବାଛିଲେ। ଆଉ ଶଲୋମନ 3600 ବିଦେଶୀ ଲୋକଙ୍କୁ କାର୍ଯ୍ୟ କରାଇବା ନିମନ୍ତେ ପର୍ଯ୍ୟବେକ୍ଷକ ରୂପେ ବାଛିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ।