2 Chronicles 2:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପରମେଶ୍ବରଙ୍କ ନାମକୁ ସମ୍ମାନ ଦବୋ ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିର ରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜଳାଇବୁ ଏବଂ ବିଶଷେ ମଜେ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭମାନେେ ପ୍ରେତ୍ୟକକ ସକାଳ ଏବଂ ସନ୍ଧ୍ଯା ରେ, ପ୍ରେତ୍ୟକକ ବିଶ୍ରାମ ଦିନ ରେ, ପ୍ରେତ୍ୟକକ ଅମାବାସ୍ଯା ଦିନ ରେ ଏବଂ ଅନ୍ଯାନ୍ଯ ପର୍ବ ଦିନ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କୁ ହାମବେଳି ଦବେୁ। ଇଶ୍ରାୟେଲ ଚିରଦିନ ଏହା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ଵଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୋଟୀ ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି । ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନାମକୁ ସମ୍ମାନ ଦେବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିରରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜଳାଇବୁ ଏବଂ ବିଶେଷ ମେଜ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭେମାନେ ପ୍ରତ୍ୟେକ ସକାଳ ଏବଂ ସନ୍ଧ୍ୟାରେ, ପ୍ରତ୍ୟେକ ବିଶ୍ରାମ ଦିନରେ, ପ୍ରତ୍ୟେକ ଅମାବାସ୍ୟା ଦିନରେ ଏବଂ ଅନ୍ୟାନ୍ୟ ପର୍ବ ଦିନରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ହୋମବଳି ଦେବୁ। ଇସ୍ରାଏଲ ଚିରଦିନ ଏହା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।