2 Chronicles 2:5 — Compare Translations

5 translations compared side by side

Odia - 1840
"ଆମ୍ଭର ପରମେଶ୍ବର ଅନ୍ୟ ସମସ୍ତ ଦବେତାଗଣ ଅପେକ୍ଷା ମହାନ୍ ଅଟନ୍ତି। ତେଣୁ ମୁଁ ତାଙ୍କ ନିମନ୍ତେ ଏକ ବିରାଟ ମନ୍ଦିର ନିର୍ମାଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ଵର ମହାନ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭର ପରମେଶ୍ୱର ଅନ୍ୟ ସମସ୍ତ ଦେବତାଗଣ ଅପେକ୍ଷା ମହାନ ଅଟନ୍ତି। ତେଣୁ ମୁଁ ତାଙ୍କ ନିମନ୍ତେ ଏକ ବିରାଟ ମନ୍ଦିର ନିର୍ମାଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ୍ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ୍ ଅଟନ୍ତି।