2 Chronicles 2:7 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ, ଆପଣ ମାେ ନିକଟକୁ ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ, ଓ ଲୌହ କର୍ମ ରେ ପାରଦର୍ଶୀ ଏକ ବ୍ଯକ୍ତିକୁ ପଠାଇବାକୁ ମୁଁ ଚା ହେଁ। ସହେି ବ୍ଯକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗା ରେ କାର୍ୟ୍ଯ କରିପାରୁଥିବା ଆବଶ୍ଯକ। ମାରେବାପାଙ୍କ ଦ୍ବାରା ମନୋନୀତ କାରିଗରମାନଙ୍କ ସହ ସହେି ବ୍ଯକ୍ତି ଯିହୁଦା ଏବଂ ୟିରୁଶାଲମ ରେ କାର୍ୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୋʼ ପିତା ଦାଉଦଙ୍କ ଦ୍ଵାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା ଓ ରୂପା ଓ ପିତ୍ତଳ ଓ ଲୁହା ଓ ଧୂମ୍ର ଓ ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ କତିକି ପଠାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ, ଆପଣ ମୋ’ ନିକଟକୁ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଓ ଲୌହ କର୍ମରେ ପାରଦର୍ଶୀ ଏକ ବ୍ୟକ୍ତିକୁ ପଠାଇବାକୁ ମୁଁ ଗ୍ଭହେଁ। ସେହି ବ୍ୟକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗାରେ କାର୍ଯ୍ୟ କରିପାରୁଥିବା ଆବଶ୍ୟକ। ମୋର ବାପାଙ୍କ ଦ୍ୱାରା ମନୋନୀତ କାରିଗରମାନଙ୍କ ସହ ସେହି ବ୍ୟକ୍ତି ଯିହୁଦା ଏବଂ ଯିରୁଶାଲମରେ କାର୍ଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୋ’ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋ’ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋ’ ନିକଟକୁ ପଠାଉନ୍ତୁ।