2 Chronicles 2:8 — Compare Translations

5 translations compared side by side

Odia - 1840
"ଆହୁରି ମଧ୍ଯ ଲିବାନୋନ୍ରୁ ମାେ ନିକଟକୁ ଦବଦୋରୁ ଏବଂ ଚନ୍ଦନ ଗଛର କାଠ ପଠାନ୍ତୁ। ତୁମ୍ଭର ଦାସମାନେ ଲିବାନୋନ୍ର କାଠଗଣ୍ଡି କାଟି ଆଣିବା ରେ ସିଦ୍ଧ ହସ୍ତ, ଏହା ମୁଁ ଜାଣେ। ମାରଦୋସମାନେ, ତୁମ୍ଭର ଦାସମାନଙ୍କୁ ସାହାୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଲିବାନୋନ୍ରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ କତିକି ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନ୍ରେ କାଷ୍ଠ କାଟିବାରେ ନିପୁଣ;
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ଲିବାନୋ‌ନ୍‌ରୁ ମୋ’ ନିକଟକୁ ଦେବଦାରୁ ଏବଂ ଚନ୍ଦନ ଗଛର କାଠ ପଠାନ୍ତୁ। ତୁମ୍ଭର ଦାସମାନେ ଲିବାନୋ‌ନ୍‌ର କାଠଗଣ୍ଡି କାଟି ଆଣିବାରେ ସିଦ୍ଧ ହସ୍ତ, ଏହା ମୁଁ ଜାଣେ। ମୋର ଦାସମାନେ, ତୁମ୍ଭର ଦାସମାନଙ୍କୁ ସାହାଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ;
Odia IRV 2017 (ଓଡିଆ ବାଇବେଲ)
ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋ’ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ;