2 Chronicles 2:9 — Compare Translations

5 translations compared side by side

Odia - 1840
"ମୁଁ ବହୁତ ପରିମାଣର କାଠ ଆବଶ୍ଯକ କରେ; କାରଣ ଯେଉଁ ମନ୍ଦିର ମୁଁ ନିର୍ମାଣ କରୁଛି, ତାହା ବହୁତ ବଡ଼ ଓ ସୌନ୍ଦର୍ୟ୍ଯ ରେ ପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବହୁତ ପରିମାଣର କାଠ ଆବଶ୍ୟକ କରେ; କାରଣ ଯେଉଁ ମନ୍ଦିର ମୁଁ ନିର୍ମାଣ କରୁଛି, ତାହା ବହୁତ ବଡ଼ ଓ ସୌନ୍ଦର୍ଯ୍ୟରେ ପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖନ୍ତୁ, ମୋ’ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ୍ ହେବ।