2 Chronicles 20:1 — Compare Translations
5 translations compared side by side
Odia - 1840
"ପରେ ମାୟୋବୀଯ, ଅେମ୍ମାନୀୟ ଓ କେତକେ ଅେମ୍ମାନୀୟ ଲୋକ ଯିହାଶାଫେଟ୍ଙ୍କ ସହିତ ୟୁଦ୍ଧ କରିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଯୁଦ୍ଧର ସମ୍ମୁଖୀନ ହେଲେ ପରେ ମୋୟାବୀୟ, ଅମ୍ମୋନୀୟ ଓ କେତେକ ଅମ୍ମୋନୀୟ ଲୋକ ଯିହୋଶାଫଟଙ୍କ ସହିତ ଯୁଦ୍ଧ କରିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।