2 Chronicles 20:10 — Compare Translations
5 translations compared side by side
Odia - 1840
"କିନ୍ତୁ ଦେଖ, ବର୍ତ୍ତମାନ ଏହି ସ୍ଥାନ ରେ ଅମ୍ ନୋନ, ମାୟୋବ୍ ଓ ସଯେୀର ପର୍ବତ ନିକଟର ଲୋକମାନେ ଉପସ୍ଥିତ ହାଇେଛନ୍ତି। ଇଶ୍ରାୟେଲ ଲୋକମାନେ ଯେତବେେଳେ ମିଶରରୁ ବାହାରି ଆସିଲେ, ତୁମ୍ଭେ ସମାନଙ୍କେୁ ସମାନଙ୍କେର ଦେଶ ରେ ପ୍ରବେଶ କରିବାକୁ ଦଲେ ନାହିଁ। ତେଣୁ ଇଶ୍ରାୟେଲର ଲୋକମାନେ ପଳାଇଗଲେ ଓ ସହେି ଲୋକମାନଙ୍କୁ ମଧ୍ଯ ବିନଷ୍ଟ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଦେଖ, ବର୍ତ୍ତମାନ ଏହି ସ୍ଥାନରେ ଅମ୍ମୋନ, ମୋୟାବ୍ ଓ ସେୟୀର ପର୍ବତ ନିକଟର ଲୋକମାନେ ଉପସ୍ଥିତ ହୋଇଛନ୍ତି। ଇସ୍ରାଏଲ ଲୋକମାନେ ଯେତେବେଳେ ମିଶରରୁ ବାହାରି ଆସିଲେ, ତୁମ୍ଭେ ସେମାନଙ୍କୁ ସେମାନଙ୍କର ଦେଶରେ ପ୍ରବେଶ କରିବାକୁ ଦେଲ ନାହିଁ। ତେଣୁ ଇସ୍ରାଏଲର ଲୋକମାନେ ପଳାଇଗଲେ ଓ ସେହି ଲୋକମାନଙ୍କୁ ମଧ୍ୟ ବିନଷ୍ଟ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)