2 Chronicles 20:11 — Compare Translations

5 translations compared side by side

Odia - 1840
"କିନ୍ତୁ ଦେଖ, ସେଥିପାଇଁ ସମାନେେ ଆମ୍ଭମାନଙ୍କୁ କିପରି ପାରିଶ୍ରମିକ ଦେଉଛନ୍ତି। ସମାନେେ ଆମ୍ଭମାନଙ୍କୁ ତୁମ୍ଭ ଦେଶରୁ ବଳପୂର୍ବକ ବାହାର କରିଦବୋକୁ ଆସିଛନ୍ତି। ତୁମ୍ଭେ ଏହି ଦେଶ ଆମ୍ଭମାନଙ୍କୁ ଦଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦେଖ, ସେଥିପାଇଁ ସେମାନେ ଆମ୍ଭମାନଙ୍କୁ କିପରି ପାରିଶ୍ରମିକ ଦେଉଛନ୍ତି। ସେମାନେ ଆମ୍ଭମାନଙ୍କୁ ତୁମ୍ଭ ଦେଶରୁ ବଳପୂର୍ବକ ବାହାର କରିଦେବାକୁ ଆସିଛନ୍ତି। ତୁମ୍ଭେ ଏହି ଦେଶ ଆମ୍ଭମାନଙ୍କୁ ଦେଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।