2 Chronicles 20:12 — Compare Translations
5 translations compared side by side
Odia - 1840
"ହେ ଆମ୍ଭମାନଙ୍କର ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ। ଏହି ଯେଉଁ ବୃହତ୍ ସୈନ୍ଯଦଳ ଆମ୍ଭମାନଙ୍କ ବିରୁଦ୍ଧ ରେ ଆସୁଛନ୍ତି, ସମାନଙ୍କେ ବିରୁଦ୍ଧ ରେ ଆମ୍ଭମାନଙ୍କର କୌଣସି ଶକ୍ତି ନାହିଁ। କ'ଣ କରିବାକୁ ହବେ, ତାହା ଆମ୍ଭମାନେେ ଜାଣି ନାହୁଁ। ସେଥିନିମନ୍ତେ ଆମ୍ଭମାନେେ ତୁମ୍ଭର ସାହାୟ୍ଯ ଲୋଡ଼ୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆମ୍ଭମାନଙ୍କର ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ। ଏହି ଯେଉଁ ବୃହତ୍ ସୈନ୍ୟଦଳ ଆମ୍ଭମାନଙ୍କ ବିରୁଦ୍ଧରେ ଆସୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ଶକ୍ତି ନାହିଁ। କ’ଣ କରିବାକୁ ହେବ, ତାହା ଆମ୍ଭେମାନେ ଜାଣି ନାହୁଁ। ସେଥିନିମନ୍ତେ ଆମ୍ଭେମାନେ ତୁମ୍ଭର ସାହାଯ୍ୟ ଲୋଡ଼ୁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କ’ଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ୍ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”