2 Chronicles 20:13 — Compare Translations
5 translations compared side by side
Odia - 1840
"ଯିହୁଦାର ସମସ୍ତ ଲୋକ ସମାନଙ୍କେ ଶିଶୁ, ସ୍ତ୍ରୀ ଓ ସନ୍ତାନମାନଙ୍କୁ ନଇେ ସମ୍ମୁଖ ରେ ଠିଆ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ସମସ୍ତ ଲୋକ ସେମାନଙ୍କ ଶିଶୁ, ସ୍ତ୍ରୀ ଓ ସନ୍ତାନମାନଙ୍କୁ ନେଇ ସମ୍ମୁଖରେ ଠିଆ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।