2 Chronicles 20:14 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁଙ୍କ ଆତ୍ମା ମଣ୍ଡଳ ମଧିଅରେ ୟିଯଯଲଙ୍କେ ଉପରେ ଅଧିଷ୍ଠିତ ହେଲେ। ୟିଯଯଲେ ଜିଖରିଯଙ୍କ ପୁତ୍ର ଥିଲେ। ଜିଖରିଯ ବନାଯଙ୍କ ପୁତ୍ର ଥିଲେ। ବନାଯ ୟହସୀଯଲଙ୍କେ ପୁତ୍ର ଥିଲେ। ଆଉ ୟହସୀଯଲେ ମତ୍ତାନିଯଙ୍କ ପୁତ୍ର ଥିଲେ। ୟିଯଯଲେ ଜଣେ ଲବେୀୟ ଓ ଆସଫ୍ଙ୍କ ବଂଶଧର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯୀୟୟେଲର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁଙ୍କ ଆତ୍ମା ମଣ୍ଡଳୀ ମଧ୍ୟରେ ଯିୟୟେଲଙ୍କ ଉପରେ ଅଧିଷ୍ଠିତ ହେଲେ। ଯିୟୟେଲ ଯିଖରିୟଙ୍କ ପୁତ୍ର ଥିଲେ। ଯିଖରିୟ ବନାୟଙ୍କ ପୁତ୍ର ଥିଲେ। ବନାୟ ଯହସୀୟେଲଙ୍କ ପୁତ୍ର ଥିଲେ। ଆଉ ଯହସୀୟେଲ ମତ୍ତାନିୟଙ୍କ ପୁତ୍ର ଥିଲେ। ଯିୟୟେଲ ଜଣେ ଲେବୀୟ ଓ ଆସଫଙ୍କ ବଂଶଧର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।