2 Chronicles 20:15 — Compare Translations

5 translations compared side by side

Odia - 1840
"ୟିଯଯଲେ କହିଲେ, ରାଜା ଯିହାଶାଫେଟ୍, ଯିହୁଦା ଏବଂ ୟିରୁଶାଲମର ସମସ୍ତ ଲୋକ ମାେ କଥା ଶୁଣ। ସଦାପ୍ରଭୁ ତୁମ୍ଭକୁ ଏହିକଥା କହନ୍ତି: ଏହି ବୃହତ୍ ସୈନ୍ଯଦଳ ବିଷଯ ରେ ଭୀତ କିମ୍ବା ବିବ୍ରତ ହୁଅ ନାହିଁ, କାରଣ ଏହି ୟୁଦ୍ଧ ତୁମ୍ଭର ୟୁଦ୍ଧ ନୁହେଁ, ଏହା ପରମେଶ୍ବରଙ୍କର ୟୁଦ୍ଧ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ଵରଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିୟୟେଲ କହିଲେ, “ରାଜା ଯିହୋଶାଫଟ୍, ଯିହୁଦା ଏବଂ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ସଦାପ୍ରଭୁ ତୁମ୍ଭକୁ ଏହିକଥା କହନ୍ତି: ‘ଏହି ବୃହତ୍ ସୈନ୍ୟଦଳ ବିଷୟରେ ଭୀତ କିମ୍ବା ବିବ୍ରତ ହୁଅ ନାହିଁ, କାରଣ ଏହି ଯୁଦ୍ଧ ତୁମ୍ଭର ଯୁଦ୍ଧ ନୁହେଁ, ଏହା ପରମେଶ୍ୱରଙ୍କର ଯୁଦ୍ଧ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।