2 Chronicles 20:17 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଏହି ୟୁଦ୍ଧ ରେ ୟୁଦ୍ଧ କରିବା ଦରକାର ନାହିଁ। ତୁମ୍ଭମାନେେ ନିଜ ସ୍ଥାନ ରେ ଦୃଢ଼ ହାଇେ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭମାନେେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗ ରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧ ରେ ବାହାରି ୟାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ; ଭୟ ନ କର, କି ନିରାଶ ନ ହୁଅ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଏହି ଯୁଦ୍ଧରେ ଯୁଦ୍ଧ କରିବା ଦରକାର ନାହିଁ। ତୁମ୍ଭେମାନେ ନିଜ ସ୍ଥାନରେ ଦୃଢ଼ ହୋଇ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭେମାନେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧରେ ବାହାରି ଯାଅ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ; ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”