2 Chronicles 20:18 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ତଳକୁ ମୁହଁ କରି ମଥାନତ କଲେ। ଆଉ ଯିହୁଦାର ସମସ୍ତ ଲୋକ ଓ ୟିରୁଶାଲମବାସୀମାନେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଥାନତ କଲେ। ଆଉ ସମାନେେ ସମସ୍ତେ ସଦାପ୍ରଭୁଙ୍କର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ତଳକୁ ମୁହଁ କରି ମଥା ନତ କଲେ। ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୁଶାଲମବାସୀମାନେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ମଥାନତ କଲେ। ଆଉ ସେମାନେ ସମସ୍ତେ ସଦାପ୍ରଭୁଙ୍କର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।