2 Chronicles 20:19 — Compare Translations
5 translations compared side by side
Odia - 1840
"କହାତୀଯ ପରିବାରବର୍ଗର ଲବେୀୟମାନେ ଓ କୋରହ ଠିଆ ହାଇେ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କରିବାକୁ ଲାଗିଲେ। ସମାନେେ ଅତି ଉଚ୍ଚସ୍ବର ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚୈଃସ୍ଵରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କହାତୀୟ ପରିବାରବର୍ଗର ଲେବୀୟମାନେ ଓ କୋରହ ଠିଆ ହୋଇ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବାକୁ ଲାଗିଲେ। ସେମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି କହାତୀୟ-ସନ୍ତାନଗଣର ଓ କୋରହ ସନ୍ତାନନଗଣର ଲେବୀୟମାନେ ଅତି ଉଚ୍ଚୈଃସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।