2 Chronicles 20:22 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ପରମେଶ୍ବରଙ୍କର ପ୍ରଶଂସା ଓ ଗାନ କରିବା ସମୟରେ ସଦାପ୍ରଭୁ ଅମ୍ମାନେ, ମାୟୋବ ଓ ସଯେୀର ପାର୍ବତ୍ଯାଞ୍ଚଳର ଲୋକମାନଙ୍କର ଉପରେ ଅତର୍କିତ ଆକ୍ରମଣ କରାଇଲେ। ଯେଉଁ ଲୋକମାନେ ଯିହୁଦାକୁ ଆକ୍ରମଣ କରିବାକୁ ଆସିଥିଲେ, ସମାନେେ ପ୍ରହାରିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ପରମେଶ୍ୱରଙ୍କର ପ୍ରଶଂସା ଓ ଗାନ କରିବା ସମୟରେ ସଦାପ୍ରଭୁ ଅମ୍ମୋନ, ମୋୟାବ ଓ ସେୟୀର ପାର୍ବତ୍ୟାଞ୍ଚଳର ଲୋକମାନଙ୍କର ଉପରେ ଅତର୍କିତ ଆକ୍ରମଣ କରାଇଲେ। ଯେଉଁ ଲୋକମାନେ ଯିହୁଦାକୁ ଆକ୍ରମଣ କରିବାକୁ ଆସିଥିଲେ, ସେମାନେ ପ୍ରହାରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।