2 Chronicles 20:23 — Compare Translations

5 translations compared side by side

Odia - 1840
"ଅେମ୍ମାନୀୟ ଓ ମାୟୋବୀଯମାନେ ସଯେୀର ପାର୍ବତ୍ଯାଞ୍ଚଳର ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ଆରମ୍ଭ କରି ଦେଲେ। ଅମ୍ନୋନୀଯ ଓ ମାୟୋବୀଯମାନେ ସଯେୀର ପାର୍ବତ୍ଯାଞ୍ଚଳର ଲୋକଙ୍କୁ ହତ୍ଯା ଓ ବିନାଶ କଲେ। ସମାନେେ ସଯେୀରର୍ ଲୋକମାନଙ୍କୁ ହତ୍ଯା କରିବା ପରେ, ପରସ୍ପରକୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର-ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟ ଓ ମୋୟାବୀୟମାନେ ସେୟୀର ପାର୍ବତ୍ୟାଞ୍ଚଳର ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ଆରମ୍ଭ କରିଦେଲେ। ଅମ୍ମୋନୀୟ ଓ ମୋୟାବୀୟମାନେ ସେୟୀର ପାର୍ବତ୍ୟାଞ୍ଚଳର ଲୋକଙ୍କୁ ହତ୍ୟା ଓ ବିନାଶ କଲେ। ସେମାନେ ସେୟୀରର ଲୋକମାନଙ୍କୁ ହତ୍ୟା କରିବା ପରେ, ପରସ୍ପରକୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର-ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।