2 Chronicles 20:24 — Compare Translations

5 translations compared side by side

Odia - 1840
"ଯିହୁଦାର ଲୋକେ ମରୁଭୂମି ପ୍ରହରୀ ଦୁର୍ଗ ରେ ପହନ୍ଚିଲେ। ସମାନେେ ଶତ୍ରୁ ପକ୍ଷର ବୃହତ୍ ସୈନ୍ଯଦଳକୁ ଖାଜେି ବୁଲିଲେ। କିନ୍ତୁ ସମାନେେ କବଳେ ମୃତ ଶରୀରଗୁଡ଼ିକୁ ଭୂମି ଉପରେ ପଡ଼ି ରହିଥିବାର ଦେଖିଲେ। ଜଣେ ସୁଦ୍ଧା ଜୀବିତ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ; ଆଉ ଦେଖ, ସେମାନେ ମୃତ-ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକେ ମରୁଭୂମିର ପ୍ରହରୀ ଦୁର୍ଗରେ ପହଞ୍ଚିଲେ। ସେମାନେ ଶତ୍ରୁ ପକ୍ଷର ବୃହତ୍ ସୈନ୍ୟଦଳକୁ ଖୋଜି ବୁଲିଲେ। କିନ୍ତୁ ସେମାନେ କେବଳ ମୃତ ଶରୀରଗୁଡ଼ିକୁ ଭୂମି ଉପରେ ପଡ଼ି ରହିଥିବାର ଦେଖିଲେ। ଜଣେ ସୁଦ୍ଧା ଜୀବିତ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ-ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।