2 Chronicles 20:25 — Compare Translations

5 translations compared side by side

Odia - 1840
"ୟିହୋଶାଫଟ୍ ଓ ତାଙ୍କର ସୈନ୍ଯଦଳ ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ଯ ପଦାର୍ଥସବୁ ଲୁଟି ନବୋକୁ ଆସିଲେ। ସମାନେେ ଅନକେ ବହୁମୂଲ୍ଯ ଦ୍ରବ୍ଯ ପାଇଲେ। ଯିହାଶାଫେଟ୍ ଓ ତାଙ୍କର ସୈନ୍ଯଦଳ ସହେି ଦ୍ରବ୍ଯଗୁଡ଼ିକୁ ନିଜ ନିମନ୍ତେ ନେଲେ। ସହେି ଦ୍ରବ୍ଯଗୁଡ଼ିକ ଯିହାଶାଫେଟ୍ ଓ ତାଙ୍କ ଲୋକମାନଙ୍କର ବହନ କରିବାର ସାମର୍ଥ୍ଯଠାରୁ ୟଥେଷ୍ଟ ଅଧିକ ଥିଲା। ମୃତ ଶରୀରଗୁଡ଼ିକ ନିକଟରୁ ସହେି ବହୁମୂଲ୍ଯ ଦ୍ରବ୍ଯଗୁଡ଼ିକ କାଢିବା ନିମନ୍ତେ ସମାନଙ୍କେୁ ତିନିଦିନ ଲାଗିଲା, କାରଣ ତାହା ପ୍ରଚୁର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରନି ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ୟ ପଦାର୍ଥସବୁ ଲୁଟି ନେବାକୁ ଆସିଲେ। ସେମାନେ ଅନେକ ବହୁମୂଲ୍ୟ ଦ୍ରବ୍ୟ ପାଇଲେ। ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ସେହି ଦ୍ରବ୍ୟଗୁଡ଼ିକୁ ନିଜ ନିମନ୍ତେ ନେଲେ। ସେହି ଦ୍ରବ୍ୟଗୁଡ଼ିକ ଯିହୋଶାଫଟ୍ ଓ ତାଙ୍କ ଲୋକମାନଙ୍କର ବହନ କରିବାର ସାମର୍ଥ୍ୟଠାରୁ ଯଥେଷ୍ଟ ଅଧିକ ଥିଲା। ମୃତ ଶରୀରଗୁଡ଼ିକ ନିକଟରୁ ସେହି ବହୁମୂଲ୍ୟ ଦ୍ରବ୍ୟଗୁଡ଼ିକ କାଢ଼ିବା ନିମନ୍ତେ ସେମାନଙ୍କୁ ତିନି ଦିନ ଲାଗିଲା, କାରଣ ତାହା ପ୍ରଚୁର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶାଫଟ୍‍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶାଫଟ୍‍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟ ଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।