2 Chronicles 20:26 — Compare Translations
5 translations compared side by side
Odia - 1840
"ଚତୁର୍ଥ ଦିନ ୟିହୋଶାଫଟ୍ ଓ ତାଙ୍କର ସୈନ୍ଯଦଳ ବରାଖା ଉପତ୍ୟକା ରେ ମିଳିତ ହେଲେ। ସହେି ସ୍ଥାନ ରେ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କଲେ। ତେଣୁ ସହେି ସ୍ଥାନର ନାମ ଆଜି ପର୍ୟ୍ଯନ୍ତ ବରଖା ଉପତ୍ୟକା ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ଥ ଦିନ ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ବରାଖା ଉପତ୍ୟକାରେ ମିଳିତ ହେଲେ। ସେହି ସ୍ଥାନରେ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କଲେ। ତେଣୁ ସେହି ସ୍ଥାନର ନାମ ଆଜି ପର୍ଯ୍ୟନ୍ତ “ବରାଖା ଉପତ୍ୟକା” ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।