2 Chronicles 20:27 — Compare Translations

5 translations compared side by side

Odia - 1840
"ତା'ପରେ ଯିହାଶାଫେଟ୍ ଯିହୁଦା ଓ ୟିରୁଶାଲମ ସମସ୍ତ ଲୋକଙ୍କୁ ଫରୋଇ ୟିରୁଶାଲମ ନଇଗେଲେ। ପରମେଶ୍ବର ସମାନଙ୍କେର ଶତ୍ରୁମାନଙ୍କୁ ଯାହା କରିଥିଲେ, ସେଥି ରେ ସମାନେେ ବହୁତ ଖୁସି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶାଫଟ୍ ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକଙ୍କୁ ଫେରାଇ ଯିରୁଶାଲମ ନେଇଗଲେ। ପରମେଶ୍ୱର ସେମାନଙ୍କର ଶତ୍ରୁମାନଙ୍କୁ ଯାହା କରିଥିଲେ, ସେଥିରେ ସେମାନେ ବହୁତ ଖୁସୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍‍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍‍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।