2 Chronicles 20:28 — Compare Translations
5 translations compared side by side
Odia - 1840
"ସମାନେେ ବୀଣା ବଜାଇ, ସୀତାର ବଜାଇ ଓ ତୂରୀ ବଜାଇ ସଦାପ୍ରଭୁଙ୍କର ମନ୍ଦିର ୟିରୁଶାଲମକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବୀଣା ବଜାଇ, ସୀତାର ବଜାଇ ଓ ତୂରୀ ବଜାଇ ସଦାପ୍ରଭୁଙ୍କର ମନ୍ଦିର ଯିରୁଶାଲମକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।