2 Chronicles 20:29 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ଶତ୍ରୁମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାରୁ ସବୁ ଦେଶ ଓ ରାଜ୍ଯର ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ଵରଙ୍କ ଭୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାରୁ ସବୁ ଦେଶ ଓ ରାଜ୍ୟର ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।