2 Chronicles 20:3 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ ଏହା ଶୁଣି ଭୟଭୀତ ହାଇପେଡ଼ିଲେ ଓ କ'ଣ କରିବାକୁ ହବେ, ତାହା ସଦାପ୍ରଭୁଙ୍କଠାରୁ ପଚାରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦା ରେ ଉପବାସର ସମୟ ଘୋଷଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଏହା ଶୁଣି ଭୟଭୀତ ହୋଇପଡ଼ିଲେ ଓ କ’ଣ କରିବାକୁ ହେବ, ତାହା ସଦାପ୍ରଭୁଙ୍କୁ ପଗ୍ଭରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦାରେ ଉପବାସର ସମୟ ଘୋଷଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।