2 Chronicles 20:31 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ଯିହୁଦା ଉପରେ ରାଜତ୍ବ କରିବାକୁ ଆରମ୍ଭ କଲେ, ଯେତବେେଳେ ସେ 35 ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ପଚିଶ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅସୂବା। ଅସୂବା ଶିଲ୍ହିରଙ୍କ କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ସେ ଶିଲ୍ହିର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟଙ୍କ ଶାସନର ଶେଷ ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ, ଯେତେବେଳେ ସେ 35 ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ପଚିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅସୂବା। ଅସୂବା ଶିଲ୍ହିରଙ୍କ କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ।