2 Chronicles 20:32 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ତାଙ୍କର ପିତା ଆସାଙ୍କ ପରି ଉତ୍ତମ ପଥରେ ଜୀବନୟାପନ କଲେ। ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ଯଥାର୍ଥ, ଯିହାଶାଫେଟ୍ ସହେିପରି କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ତାଙ୍କର ପିତା ଆସାଙ୍କ ପରି ଉତ୍ତମ ପଥରେ ଜୀବନଯାପନ କଲେ। ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ଯିହୋଶାଫଟ୍ ସେହିପରି କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।