2 Chronicles 20:33 — Compare Translations
5 translations compared side by side
Odia - 1840
"କିନ୍ତୁ ଉଚ୍ଚସ୍ଥାନଗୁଡ଼ିକ ଦୂରୀକୃତ ହାଇେ ନ ଥିଲା। ଆଉ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେ ପରମେଶ୍ବରଙ୍କର ଅନୁଗାମୀ ହେଲେ ନାହିଁ, ଯାହାଙ୍କର ଅନୁଗାମୀ ତାଙ୍କ ପୂର୍ବପୁରୁଷମାନେ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପିତୃପୁରୁଷଗଣର ପରମେଶ୍ଵରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଉଚ୍ଚସ୍ଥାନଗୁଡ଼ିକ ଦୂରୀକୃତ ହୋଇ ନ ଥିଲା। ଆଉ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ସେମାନଙ୍କ ପରମେଶ୍ୱରଙ୍କର ଅନୁଗାମୀ ହେଲେ ନାହିଁ, ଯାହାଙ୍କର ଅନୁଗାମୀ ତାଙ୍କ ପୂର୍ବପୁରୁଷମାନେ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।