2 Chronicles 20:35 — Compare Translations
5 translations compared side by side
Odia - 1840
"ପରେ, ଯିହୁଦାର ରାଜା ୟିହୋଶାଫଟ୍, ଇଶ୍ରାୟେଲର ରାଜା ଅହସିଯଙ୍କ ସହିତ ଏକ ଚୁକ୍ତି କଲେ। ଅହସିଯ ମନ୍ଦ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରେ, ଯିହୁଦାର ରାଜା ଯିହୋଶାଫଟ୍, ଇସ୍ରାଏଲର ରାଜା ଅହସିୟଙ୍କ ସହିତ ଏକ ଚୁକ୍ତି କଲେ। ଅହସିୟ ମନ୍ଦ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;