2 Chronicles 20:36 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ଅହସିଯଙ୍କ ସହିତ ମିଳି ତର୍ଶୀଶ୍ ସହରକୁ ଯାଉଥିବା ଜାହାଜମାନ ନିର୍ମାଣ କଲେ। ସମାନେେ ଇତ୍ସିୟୋନ-ଗବେର୍ ସହର ରେ ଜାହାଜ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶାଫଟ୍ ତର୍ଶୀଶ୍କୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସୀୟୋନ୍-ଗେବରରେ ଜାହାଜମାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଅହସିୟଙ୍କ ସହିତ ମିଳି ତର୍ଶୀଶ୍ ସହରକୁ ଯାଉଥିବା ଜାହାଜମାନ ନିର୍ମାଣ କଲେ। ସେମାନେ ଇତ୍ସିୟୋନ-ଗେବର୍ ସହରରେ ଜାହାଜ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶାଫଟ୍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶାଫଟ୍ ତର୍ଶୀଶ୍କୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।