2 Chronicles 20:4 — Compare Translations
5 translations compared side by side
Odia - 1840
"ଯିହୁଦାର ଲୋକମାନେ ସଦାପ୍ରଭୁଙ୍କଠାରୁ ସାହାୟ୍ଯ ମାଗିବା ନିମନ୍ତେ ଏକତ୍ର ହେଲେ। ସମାନେେ ସଦାପ୍ରଭୁଙ୍କଠାରୁ ସାହାୟ୍ଯ ଲୋଡ଼ିବାକୁ ଯିହୁଦାର ସବୁ ସହରରୁ ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଏକତ୍ର ହେଲେ। ସେମାନେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିବାକୁ ଯିହୁଦାର ସବୁ ସହରରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।