2 Chronicles 20:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ମନ୍ଦିରର ନୂତନ ପ୍ରାଙ୍ଗଣ ସମ୍ମୁଖ ରେ ଯିହାଶାଫେଟ୍ ଉପସ୍ଥିତ ଥିଲେ। ସେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ମଧ୍ଯରୁ ଉଠି ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ନୂତନ ପ୍ରାଙ୍ଗଣ ସମ୍ମୁଖରେ ଯିହୋଶାଫଟ୍ ଉପସ୍ଥିତ ଥିଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ମଧ୍ୟରୁ ଉଠି ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;