2 Chronicles 20:6 — Compare Translations
5 translations compared side by side
Odia - 1840
"ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତୃପୁରୁଷଗଣର ପରମେଶ୍ଵର, ତୁମ୍ଭେ କʼଣ ସ୍ଵର୍ଗସ୍ଥ ପରମେଶ୍ଵର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ହେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ସ୍ୱର୍ଗସ୍ଥ ପରମେଶ୍ୱର ଅଟ। ତୁମ୍ଭେ ସବୁ ଜାତି ଓ ସବୁ ରାଜ୍ୟ ଉପରେ ରାଜତ୍ୱ କର। ତୁମ୍ଭର ପରାକ୍ରମ ଓ ଶକ୍ତି ଅଛି। କୌଣସି ବ୍ୟକ୍ତି ତୁମ୍ଭ ବିରୁଦ୍ଧରେ ଠିଆ ହୋଇ ନ ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କ’ଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କ’ଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।