2 Chronicles 20:8 — Compare Translations
5 translations compared side by side
Odia - 1840
"ଅବ୍ରହାମଙ୍କ ବଂଶଧରମାନେ ଏହି ଦେଶ ରେ ବାସ କଲେ ଓ ତୁମ୍ଭ ନାମ ରେ ଗୋଟିଏ ମନ୍ଦିର ନିର୍ମାଣ କଲେ। ସମାନେେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କ ବଂଶଧରମାନେ ଏହି ଦେଶରେ ବାସ କଲେ ଓ ତୁମ୍ଭ ନାମରେ ଗୋଟିଏ ମନ୍ଦିର ନିର୍ମାଣ କଲେ। ସେମାନେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
Recommended Reading