2 Chronicles 21:1 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶାଫେଟ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗର ରେ କବର ପାଇଲେ। ଯିହାଶାଫେଟ୍ଙ୍କ ସ୍ଥାନ ରେ ଯିହାରୋମ୍ ନୂତନ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶାଫଟ୍ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶାଫଟ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗରରେ କବର ପାଇଲେ। ଯିହୋଶାଫ‌ଟଙ୍କ ସ୍ଥାନରେ ଯିହୋରାମ୍ ନୂତନ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।